SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CB

ଭୁବନେଶ୍ୱର : ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା।

 

ଆହୁରି ପଢ଼ନ୍ତୁ : କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ନୂଆବର୍ଷ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ନୂଆବର୍ଷ ପାଇଁ ୧୫୦ ପ୍ଲାଟୁନ ପୋଲିସ ଫୋର୍ସ