ସାଧାରଣ ନିର୍ବାଚନ ପାଇଁ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ସମ୍ବେଦନଶୀଳ ଅଞ୍ଚଳରେ ପୋଲିସର ଫ୍ଲାଗ ମାର୍ଚ୍ଚ

ସାଧାରଣ ନିର୍ବାଚନ ପାଇଁ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କିଶନ ନଗର ପୋଲିସ ପକ୍ଷରୁ ୧୯ ଗୋଟି ପଞ୍ଚାୟତର ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । କିଶନନଗର ଥାନା ଆଇଆଇସି ରଶ୍ମି ରଞ୍ଜନ ଦାଶଙ୍କ ଉପସ୍ଥିତରେ ବିଭିନ୍ନ ସ୍ଥାନରେ ଫ୍ଲାଗ ମାର୍ଚ୍ଚ କରାଯାଇଛି ।

ସାଲେପୁର(କେନ୍ୟୁଜ): ସାଧାରଣ ନିର୍ବାଚନ ପାଇଁ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କିଶନ ନଗର ପୋଲିସ ପକ୍ଷରୁ ୧୯ ଗୋଟି ପଞ୍ଚାୟତର ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । କିଶନନଗର ଥାନା ଆଇଆଇସି ରଶ୍ମି ରଞ୍ଜନ ଦାଶଙ୍କ ଉପସ୍ଥିତରେ ବିଭିନ୍ନ ସ୍ଥାନରେ ଫ୍ଲାଗ ମାର୍ଚ୍ଚ କରାଯାଇଛି ।

ଫ୍ଲାଗ ମାର୍ଚ୍ଚରେ ସିଆଇଏସ୍ ଏଫର ଗୋଟିଏ କମ୍ପାନୀ ଫୋର୍ସ ଏବଂ କିଶନ ନଗର ଥାନା କର୍ମଚାରୀ ଭାଗ ନେଇଥିଲେ । କଟକ ସଦର ନିର୍ବାଚନ ମଣ୍ଡଳୀରେ ମେ ୨୫ ତାରିଖ ଦିନ ଭୋଟ୍ ଗ୍ରହଣ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.