ରାଜ୍ୟ

ଗାଡ଼ି ଚେକିଂ ବେଳେ ଜବତ ହେଲା ୩ ଲକ୍ଷ ୬୦ ହଜାର ଟଙ୍କା

ଭୁବନେଶ୍ୱର(କେନ୍ୟୁଜ୍‌): ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ୩ ଲକ୍ଷ ୬୦ ହଜାର ଟଙ୍କା ଜବତ । ଗତକାଲି ଚନ୍ଦ୍ରଶେଖରପୁର ଅଞ୍ଚଳରୁ ରାତି ପ୍ରାୟ ୨ଟା ବେଳେ କାରର ଡିକିରୁ ଟଙ୍କା ମିଳିଛି । ଏହାର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ କାର ଚାଳକ। ଏପଟେ ମଦ ପିଇ ଗାଡ଼ି ଚାଳନା ବେଳେ ୬୦ଟି ଗାଡ଼ି ଓ ମୋଟରସାଇକେଲ ଜବତ ହୋଇଛି। ସେହିଭଳି ତମଣ୍ଡୋ ଥାନା ଅଞ୍ଚକରେ ୪ଟି ବେଆଇନ ମୋରମ ଟ୍ରକ୍ ଜବତ ହୋଇଛି। ନିର୍ବାଚନ ବିଜ୍ଞପ୍ତି ଆସିବା ପରେ ନାକା ଲଗାଯିବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

Sasmita

Recent Posts

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

1 hour ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

2 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

2 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

2 hours ago

ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ…

3 hours ago

ମଣିଷ ଶରୀରରେ କେତେ ଉତ୍ତାପ ବହନ କରିବାର କ୍ଷମତା ରହିଛି ?

ବିଶ୍ୱର ଅନେକ ଅଞ୍ଚଳରେ ଜଳବାୟୁ ପରିବର୍ତ୍ତନ ହେତୁ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ଏହି ଉତ୍ତାପକୁ ସହ୍ୟ କରିବା…

4 hours ago