Below header

ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡ ଗୁମଲାରେ ସୁରକ୍ଷାକର୍ମୀଙ୍କୁ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଦୁଇଟି ଏକେ-୪୭ ରାଇଭଲ ଜବତ ହୋଇଛି । ଏବେ ବି ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଆଉ କିଛି ମାଓବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ଅଞ୍ଚଳରେ ନକ୍ସଲଙ୍କ ଗତିବିଧି ନେଇ ସୂଚନା ମିଳିବା ପରେ ଝାଡଖଣ୍ଡ ପୋଲିସ ଓ କୋବ୍ରା ବାଟାଲିୟନ୍ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.