Categories: ରାଜ୍ୟ

ବ୍ରହ୍ମପୁର : ଜୁଆ ଆଡ୍ଡା ଉପରେ ରେଡ୍‌, ୮ଗିରଫ

ବ୍ରହ୍ମପୁର(କେନ୍ଯୁଜ୍) :  ବ୍ରହ୍ମପୁର ସହରର ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଶଙ୍କର ରାଇସ୍‌ ମିଲ୍‌ ନିକଟରେ ଏକ ଜୁଆ ଆଡ୍ଡା ଉପରେ ରେଡ୍‌ । ଏଠାରେ ଜୁଆ ଖେଳ ଚାଲିଥିବା କୌଣସି ସୂତ୍ରରୁ ପୋଲିସ ଖବର ପାଇଥିଲା । ବିଳମ୍ବିତ ରାତିରେ ଚଢ଼ାଉ କରି ୮ଜଣଙ୍କୁ ଗିରଫ କରିବା ସହ ୭ଟି ମୋବାଇଲ୍‌ ଓ ୨୭ହଜାର ଟଙ୍କା ଜବତ କରିଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଆଗକୁ ଚଢ଼ାଉ ଜାରି ରହିବ ବୋଲି ଗୋଷାଣୀ ନୂଆଗାଁ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

8 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

11 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

18 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

43 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

52 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago