ରାଜ୍ୟ

ବେଆଇନ କଫ ସିରପ ଚାଲାଣ ବେଳେ ୧୮ ବେପାରୀଙ୍କୁ ମାଡ଼ି ବସିଲା ବଲାଙ୍ଗିର ପୋଲିସ

ବଲାଙ୍ଗିର(କେନ୍ୟୁଜ୍): ଦାମୀ ଗାଡ଼ିରେ ଚୋରା ଚାଲାଣ। ଵଲାଙ୍ଗିର ପୋଲିସକୁ ବଡ ସଫଳତା । ବେଆଇନ କଫ ସିରପ ଚାଲାଣ ବେଳେ ୧୮ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଛି ୧୭ ଶହ ଅଧିକ ବୋତଲ। ବେଆଇନ ଭାବେ କଫ୍ ସିରପ ଚାଲାଣ ହେଉଥିବା ଖବର ପାଇ ଅଚାନକ ଚଢ଼ାଉ କରିଥିଲା ପୋଲିସ।

ଵଲାଙ୍ଗିର ସହର ସୁଦପଡାରେ ପୋଲିସ ଚଢ଼ାଉ କରିଥିବା ବେଳେ ୧୮ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ଏହା ସହ ସେମାନଙ୍କ ନିକଟରୁ ଦାମୀ ବାଇକ ଓ କାର ମଧ୍ୟ ଜବତ ହୋଇଛି। କିପରି ଓ କେବେଠାରୁ ଏହି ନିଶା ବେପାର ଚାଲିଥିଲା ଏନେଇ ତଦନ୍ତ ଜାରି ରଖିଛି ପୋଲିସ ।

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

2 hours ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

4 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

6 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

6 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

6 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

7 hours ago