ରାଜ୍ୟ

ପୁରୀରେ ଉତ୍ତେଜନା, ଜଣେ ଉଠା ଦୋକାନୀଙ୍କୁ ପୋଲିସ ମାଡ ମାରିବା ଅଭିଯୋଗ

ପୁରୀ (କେନ୍ୟୁଜ) : ଲକ୍‌ଡାଉନ୍‌ରେ ଉତ୍ତେଜନା। ଜଣେ ଉଠା ଦୋକାନୀଙ୍କୁ ପୋଲିସ ମାଡ ମାରିବା ଅଭିଯୋଗରେ ଉତ୍ତେଜନା। ପୁରୀ ବଡ ଶଙ୍ଖ ପରିବା ବଜାରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଲକ୍‌ଡାଉନ୍‌ ସମୟରେ ପୋଲିସ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ଚେକିଂ ପାଇଁ କରୁଥିଲେ। ଏହି ସମୟରେ ଜଣେ ଉଠା ଦୋକାନୀ କଟକଣା ଭାଙ୍ଗିଥିବା ଅଭିଯୋଗରେ ପୋଲିସ ମାଡ ମାରିଥିଲା। ଏହାକୁ ନେଇ ସ୍ଥାନୀୟ ଅ଼ଞ୍ଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ଉଠା ଦୋକାନୀ।

Pritiparna

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

3 hours ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

4 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

6 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

7 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

7 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

7 hours ago