ରାଜ୍ୟ

ନିଶା ମାଫିଆଙ୍କ ଆକ୍ରମଣରେ ପୋଲିସ ଏସଆଇ ଆହତ, ୪ ଗିରଫ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ନିଶା ମାଫିଆଙ୍କ ଦୌରାତ୍ମ୍ୟ। ନିଶା ମାଫିଆଙ୍କ ଆକ୍ରମଣରେ ୨ ପୋଲିସ ଆହତ । ଭୁବନେଶ୍ବର ଧଉଳି ଥାନା SI ସନ୍ତୋଷ ବଳ ଆକ୍ରମଣରେ ଗୁରୁତର । ଅନ୍ୟ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି ।

ଖବର ଅନୁଯାୟୀ,  ଧଉଳି ଥାନା ଏସବିଆଇ ସମ୍ମୁଖରେ ଥିବା ଏକ ପରିତ୍ୟକ୍ତ ଘରେ ଚାଲିଥିଲା ନିଶା କରିବାର । ଗତକାଲି ରାତିରେ ସେଠାରେ ରେଡ ବେଳେ ନିଶା ମାଫିଆମାନେ ପୋଲିସ ଉପରେ ଆକ୍ରମଣ କରିଥିଲେ । ଏସଆଇ ସନ୍ତୋଷଙ୍କ ମୁଣ୍ଡକୁ ହାତୁଡ଼ିରେ ପିଟିଥିଲେ । ଘଟଣାସ୍ଥଳରୁ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଚାରି ଅଭିଯୁକ୍ତଂକୁ ପୋଲିସ ଗିରଫ କରିଛି ।

 

 

 

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago