Categories: ରାଜ୍ୟ

ଆଜିଠାରୁ ପୁରୀ ସମେତ ୫ଟି ମହାନଗର ନିଗମରେ ପଲିଥିନ ବ୍ୟାନ କଟକଣା କଡାକଡି

ପୁରୀ(କେନ୍ଯୁଜ୍) : ଡେଡ୍‌ ଲାଇନ୍‌ ପୂରିଛି । ଆଜିଠାରୁ ପୁରୀ ସମେତ ୫ଟି ମହାନଗର ନିଗମରେ କଡାକଡି ଭାବେ ପାଳନ ହେବ ପଲିଥିନ ବ୍ୟାନ କଟକଣା। ସଂପୂର୍ଣ୍ଣ ଭାବେ ହଟିବ ପଲିଥିନ୍‌। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ପୁରୀ ସମେତ ୫ଟି ମହାନଗର ନିଗମ କଟକ, ଭୁବନେଶ୍ୱର, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ ପଲିଥିନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଥିଲା। ଏଥିପାଇଁ ଅକ୍ଟୋବର ୩୧ ପର୍ଯ୍ଯନ୍ତ ସମୟ ଦିଆଯାଇଥିଲା। ଏହାର ଅବଧି ଶେଷ ହୋଇଛି। ତେଣୁ ଆଜିଠାରୁ ନିୟମକୁ କଡାକଡି ଭାବେ ପାଳନ କରାଯିବ ।

ପଲିଥିନ୍‌ ତିଆରି କରୁଥିବା କାରଖାନା ଓ ବିକ୍ରି କରୁଥିବା ଦୋକାନ ଉପରେ ଚଢାଉ କରିବାକୁ ଉନ୍ନୟନ ବିଭାଗକୁ ଚିଠି ଲେଖାଯାଇଛି । ଏହି ନିୟମକୁ ଯଦି କେହି ଭାଙ୍ଗୁଥିବାର ଦେଖାଯାଏ ତାହେଲେ ତାକୁ ଜେଲ ଦଣ୍ଡ ସହ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯିବ । ଦୋକାନମାନଙ୍କରେ ଯେଉଁମାନେ ବିକ୍ରି କରୁଥିବେ ସେମାନଙ୍କୁ ମଧ୍ୟ ଜୋରିମାନା ଦେବାକୁ ପଡିବ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

17 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

25 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

31 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

40 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

42 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

49 mins ago