ଆନନ୍ଦ ବଜାର ହେବ ପଲିଥିନ ମୁକ୍ତ, ଅନ୍ୟ କୌଣସି ସ୍ଥାନରେ ମହାପ୍ରସାଦ ବିକ୍ରି ହୋଇପାରିବ ନାହିଁ

ଆନନ୍ଦ ବଜାର ହେବ ପଲିଥିନ ମୁକ୍ତ। ଆନନ୍ଦ ବଜାର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ମହାପ୍ରସାଦ ବିକ୍ରି ହୋଇପାରିବ ନାହିଁ। ଆନନ୍ଦ ବଜାରରେ ମହାପ୍ରସାଦ ବିକ୍ରି ଉପରେ ଶୃଙ୍ଖଳା ଆଣିବା ପାଇଁ ସୁଆର ମହାସୁଆର ନିଯୋଗ ଦର ତାଲିକା ଦେବା ପରେ ନିଷ୍ପତ୍ତି ନିଆଯିବ।

ଆନନ୍ଦ ବଜାର ହେବ ପଲିଥିନ ମୁକ୍ତ। ଆନନ୍ଦ ବଜାର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ମହାପ୍ରସାଦ ବିକ୍ରି ହୋଇପାରିବ ନାହିଁ। ଆନନ୍ଦ ବଜାରରେ ମହାପ୍ରସାଦ ବିକ୍ରି ଉପରେ ଶୃଙ୍ଖଳା ଆଣିବା ପାଇଁ ସୁଆର ମହାସୁଆର ନିଯୋଗ ଦର ତାଲିକା ଦେବା ପରେ ନିଷ୍ପତ୍ତି ନିଆଯିବ। ପହିଲି ଭୋଗ, ମକର ସଂକ୍ରାନ୍ତି ଓ ଦେବାଭିଷେକ ପୂର୍ଣ୍ଣିମା ପାଇଁ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ।

ଶୃଙ୍ଖଳିତ ନୀତିକାନ୍ତି ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲା ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସମସ୍ତ ଅତିଥିଙ୍କୁ ନିମନ୍ତ୍ରଣ କରାଯିବ। ଜଗନ୍ନାଥ ବଲ୍ଲଭ ଠାରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ସାହିଯାତ ପ୍ରଦର୍ଶିତ ହେବ।

Leave A Reply

Your email address will not be published.