ଆସନ୍ତା ୨୪ ଘଣ୍ଟା ଭିତରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୨୪ ଘଣ୍ଟା ଭିତରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ଢେଙ୍କାନାଳରେ କିଛି ସ୍ଥାନରେ ବର୍ଷା ହୋଇପାରେ । ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୪ରୁ ୫ ଦିନ ଭିତରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.