ରାଜ୍ୟ

କଂଗ୍ରେସରେ ଯୋଗ ଦେବେ ପୂର୍ବତନ ଅନ୍ତର୍ଜାତୀୟ ହକି ତାରକା ପ୍ରବୋଧ ତିର୍କୀ

କେନ୍ୟୁଜ୍(ବ୍ୟୁରୋ):  କଂଗ୍ରେସ ଦଳରେ ଯୋଗ ଦେବେ ପୂର୍ବତନ ଅନ୍ତର୍ଜାତୀୟ ହକି ତାରକା ପ୍ରବୋଧ ତିର୍କୀ। କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ସେ ଦଳରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିବା କହିଛନ୍ତି। ଦଳରେ ଯୋଗଦାନ ନେଇ ସେ କଂଗ୍ରେସ ନେତାଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ବରରେ କଂଗ୍ରେସରେ ଯୋଗ ଦେବା ପରେ ସେ ନୂଆଦିଲ୍ଲୀ ଯାଇ ବରିଷ୍ଠ ନେତାଙ୍କୁ ଭେଟିବେ ବୋଲି କହିଛନ୍ତି। କିଛି ଦିନ ତଳେ କଂଗ୍ରେସର ବ୍ଲକ ଘେରାଉ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା ବ୍ଲକ ଅଫିସ ଘେରାଓରେ ସାମିଲ ହୋଇଥିଲେ ପ୍ରବୋଧ ତିର୍କୀ। ତଳସରରା ନିର୍ବାଚନ ମଣ୍ଡଳୀର ସମସ୍ୟା ନେଇ ସେ ପ୍ରତିକ୍ରିୟାରେ କହିଛନ୍ତି। ପ୍ରଥମେ ଅନ୍ତର୍ଜାତୀୟ ହକି ଓ ପରେ ଏୟାର ଇଣ୍ଡିଆରୁ ସ୍ବେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଥାପିବାକୁ ଯାଉଛନ୍ତି ପ୍ରବୋଧ ତିର୍କୀ।…

Sasmita

Recent Posts

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ ମୃତ, ୪ ଗୁରୁତର

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ । ବଜ୍ରପାତରେ ୪ ଜଣଙ୍କ ଜୀବନ ଯାଇଛି । କରଞ୍ଜିଆର ମହୁଲଡିହା ଥାନା କୁଇଲିପାଳ…

39 mins ago

୬ ମାସ ପାଇଁ ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ୍‌, ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଦେଲେ କାରଣ

ଭୁବନେଶ୍ବର : ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ…

2 hours ago

ପ୍ରସ୍ତୁତ ହେଲାଣି ଜନତା ମୈଦାନ, ୧୦ ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

ଭୁବନେଶ୍ୱର : ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତ ହେଲାଣି ଜନତା ମୈଦାନ । ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ…

2 hours ago

ନରେନ୍ଦ୍ର ମୋଦିଙ୍କ ପାଦ ଛୁଇଁବାକୁ ଚେଷ୍ଟା କଲେ ନୀତୀଶ କୁମାର, ମୋଦି ଧରି ପକାଇଲେ ହାତ

ଏନ୍‌ଡିଏ ସଂସଦୀୟ ଦଳ ବୈଠକରେ ଜେଡିୟୁ ମୁଖ୍ୟ ନୀତୀଶ କୁମାର ଜୋର୍‌ଦାର ଭାଷଣ ଦେଇଥିଲେ । ସେ ନରେନ୍ଦ୍ର ମୋଦିଙ୍କୁ…

3 hours ago

ଜୀବନକୁ ବାଜି ଲଗାଇ ରିଲ୍‌ କରିବା ମହିଳାଙ୍କୁ ପଡିଲା ଭାରୀ, ଘଟଣାସ୍ଥଳରେ ଚାଲିଗଲା ପ୍ରାଣ

ଏବେ ଲୋକମାନଙ୍କର ସୋସିଆଲ ମିଡିଆରେ ଭାଇରାଲ ହେବା ନିଶା ପ୍ରବଳ । ସେଥିପାଇଁ ରିଲ୍‌ ତିଆରି ଆରମ୍ଭ କରିଛନ୍ତି ଲୋକମାନେ…

3 hours ago

ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ…

3 hours ago