ଜେଲ ଗଲେ ପ୍ରଦୀପ ମହାରଥୀ । ପ୍ରଦୀପଙ୍କ ଜାମିନ ଶୁଣାଣି ଆସନ୍ତା ୨୪ ତାରିଖରେ କରାଯିବ । କୋର୍ଟ ପରିସରରେ ବେହୋସ ହେବା ପରେ ଚିକିତ୍ସା ପାଇଁ ପ୍ରଦୀପଙ୍କ ପକ୍ଷରୁ ଜାମିନ ଆବେଦନ କରାଯାଇଥିଲା । ହେଲେ ଜାମିନ ଆବେଦନ ଶୁଣାଣି ସ୍ଥଗିତ ହେବା ପରେ ପ୍ରଦୀପଙ୍କୁ ଝାରପଡା ଜେଲ ପଠାଇ ଦଆଯାଇଛି । ଜେଲ ୱାର୍ଡ ମଧ୍ୟରେ ପ୍ରଦୀପଙ୍କୁ ଚିକିତ୍ସା କରାଯିବ ।
ଫ୍ଲାଇଂ ସ୍କ୍ୱାର୍ଡ ଅଧିକାରୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଆଜି ପ୍ରଦୀପଙ୍କୁ ଗିରଫ କରିଥିଲା ପୋଲିସ । ଗିରଫ ପରେ କଡ଼ା ସୁରକ୍ଷାରେ ମହାରଥୀଙ୍କୁ ଭୁବନେଶ୍ୱର ଅଣାଯାଇଥିଲା। ତାଙ୍କୁ ଅତିରିକ୍ତ ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତରେ ହାଜର କରାଯାଇଥିଲା ।ତେବେ କୋର୍ଟରେ ହାଜର ହେବା ପରେ ଗୁରୁତର ଅସୁସ୍ଥ ହୋଇଥିଲେ ପ୍ରଦୀପ ।
ୟସେପଟେ ବିଜେଡି କହିଛିି ଏ ମାମଲାରେ ୨୪ ଘଣ୍ଟା ଭିତରେ କାର୍ଯ୍ୟାନୁଷ୍ଠନ ହେଲା। କିନ୍ତୁ ସମାନ ମାମଲାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ହୋଇ ନାହିଁ। ଏହାକୁ ନେଇ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲା ବିଜେଡି। ନିରପେକ୍ଷତା ଅବଲମ୍ବନ କରି ଧର୍ମେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…