Below header

ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ, ଆସନ୍ତା ସୋମବାର ଶୁଣାଣି

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ । ଏହି ଜାମିନ ଆବେଦନ ଉପରେ ଆସନ୍ତା ସୋମବାର ଶୁଣାଣି ହେବ ।

ସେପଟେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ଖାରଜ ହେବା ପରେ ଅଭୟକାନ୍ତ ପାଠକ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି । ତିନିଦିନିଆ ରିମାଣ୍ଡରେ ଅଛନ୍ତି ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ପାଠକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.