ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ । ଏହି ଜାମିନ ଆବେଦନ ଉପରେ ଆସନ୍ତା ସୋମବାର ଶୁଣାଣି ହେବ ।
ସେପଟେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ଖାରଜ ହେବା ପରେ ଅଭୟକାନ୍ତ ପାଠକ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି । ତିନିଦିନିଆ ରିମାଣ୍ଡରେ ଅଛନ୍ତି ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ପାଠକ ।
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…
ଭୁବନେଶ୍ୱର(କେନ୍ୟୁଜ୍): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…
ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…