Categories: ରାଜ୍ୟ

ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ : ପ୍ରଦୀପ ମହାରଥୀ

ପିପିଲି : ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ ଘଟଣାରେ ଫେସବୁକରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଦୀପ ମହାରଥୀ। ଏହି ଘଟଣାରେ ସେ କିମ୍ବା ତାଙ୍କ ଦଳ ସଂପୃକ୍ତ ନଥିବା ସ୍ପଷ୍ଟୀକରଣ ଦେଇଛନ୍ତି। ଏ ଘଟଣାରେ ସେ ଦୁଃଖିତ ଓ ମର୍ମାହତ। ସ୍କ୍ଵାଡ ତାଙ୍କ ଫାର୍ମହାଉସ ଗେଟ ଭାଙ୍ଗି ପଶିଥିଲେ। ଏହା ପରେ ତାଙ୍କ କର୍ମଚାରୀଙ୍କ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା ବୋଲି କହିଛନ୍ତି ମହାରଥୀ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

9 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

28 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

36 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

52 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago