Categories: ରାଜ୍ୟ

ନେତା ରୂପରେ ଆସିଲେ ଅଭିନେତା ପ୍ରକାଶ ରାଜ୍‌

ଭୁବନେଶ୍ୱର (କେ ନ୍ୟୁଜ୍‌) : ଭୁବନେଶ୍ୱର ଉତ୍କଳ ମଣ୍ଡପରେ ଓଡିଶା ଜନଚେତନା ମଞ୍ଚ ପକ୍ଷରୁ ଆୟୋଜିତ ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପ୍ରକାଶ ରାଜ୍‌ । ସେ ପ୍ରଥମ ଥର ଓଡିଶା ଗସ୍ତରେ ଆସିଥିଲେ । ଏଠାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଭାଗ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ । କହିଥିଲେ, ସମ୍ବିଧାନ ଅସୁରକ୍ଷିତ । ସରକାରକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଠକିଛନ୍ତି । ଉତ୍ତମ ଶାସନ ପରିବର୍ତ୍ତେ ଧର୍ମୀୟ ଭାବନା ଉପରେ ହସ୍ତକ୍ଷେପ କରିଥାନ୍ତି । ବିଜେପି ଓ ଆରଏସଏସ ଆଦର୍ଶରେ ସରକାର ଚାଲିଛି, ଏପରି ଚାଲିବା ଠିକ ନୁହଁ ବୋଲି ପ୍ରକାଶ ରାଜ କହିଛନ୍ତି ।

ସିଂହମ୍‌, ଓ୍ଵାଣ୍ଟେଡ୍‌ ଭଳି ସୁପରହିଟ୍‌ ଫିଲ୍ମରେ ଖଳନାୟକ ଭୂମିକାରେ ଅଭିନୟ କରିଥିବା ପ୍ରକାଶ ରାଜ୍‌ ହେଉଛନ୍ତି ଦକ୍ଷିଣ ଭାରତୀୟ ଫିଲ୍ମର ସୁପର ଭିଲେନ୍‌ । ତେବେ ସେ ଦୀର୍ଘ ଦିନ ହେବ ସମାଜସେବା କ୍ଷେତ୍ରରେ ମଧ୍ୟ ରହିଛନ୍ତି । ପରଦାରେ ତାଙ୍କର ଅଭିନୟ ଭଳି ସେ ଜଣେ ଫାୟାରବ୍ରାଣ୍ଡ ନେତା ମଧ୍ୟ ।

KNews Bureau

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

2 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

10 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

24 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

29 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

60 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago