ରାଜ୍ୟ

OCA ସଭାପତି ରେସ୍‌ରେ ପ୍ରଣବ ପ୍ରକାଶ ଦାସ: ୨୮ ତାରିଖରେ ହେବ ନିର୍ବାଚନ

କଟକ(କେନ୍ୟୁଜ୍): ଓଡିଶା କ୍ରିକେଟ ଆସୋସିଏସନ ବା OCA ସଭାପତି ରେସ୍‌ରେ ପ୍ରଣବ ପ୍ରକାଶ ଦାସ । OCA ନିର୍ବାଚନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ । ସଭାପତି ପ୍ରାର୍ଥୀ ହେବେ ପ୍ରଣବ ପ୍ରକାଶ ଦାସ । ଉପ ସଭାପତି ପ୍ରାର୍ଥୀ ହେବେ ପଙ୍କଜ ଲୋଚନ ମହାନ୍ତି। ସମ୍ପାଦକ ପ୍ରାର୍ଥୀ ହେବେ ସଞ୍ଜୟ ବେହେରା। ବାକି ପ୍ରାର୍ଥୀଙ୍କ ଚୟନ ପରେ ହେବ । ଆସନ୍ତା ୨୮ ତାରିଖରେ ହେବ ନିର୍ବାଚନ । OCA ସଦସ୍ୟଙ୍କଠାରୁ ଏ ପ୍ରସ୍ତାବ ଆସିଥିଲା । ଯାଜପୁର କ୍ରିକେଟ ଆସୋସିଏସନ୍‌ ପ୍ରଣବଙ୍କ ନାଁ ପ୍ରସ୍ତାବ ଦେଇଥିଲା ।

KNews Bureau

Recent Posts

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

5 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

14 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

37 mins ago

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

58 mins ago

୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ

କେନ୍ୟୁଜ୍‌: ୨୦୨୪ ମହାଯୁଦ୍ଧର ଆଜି ଶେଷ ଲଢ଼େଇ। ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ।…

1 hour ago

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

9 hours ago