ରାଜ୍ୟ

ବିଜେପିର ଅସଲ ଚେହେରା ଦେଖାଇ ଦେଇଛନ୍ତି ଜୟନାରାୟଣ ମିଶ୍ର: ପ୍ରଣବ ପ୍ରକାଶ ଦାସ

କେନ୍ୟୁଜ୍(ବ୍ୟୁରୋ): ଧନୁପାଲି ଥାନା ଆଇଆଇସି ଆରତୀ ପ୍ରଧାନଙ୍କୁ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ରଙ୍କ ଚାପୁଡ଼ା ମାରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଏହା ବିଜେପିର ଅସଲ ଚେହେରା ବୋଲି ସେ କହିଛନ୍ତି। ନାରୀ ସୁରକ୍ଷା ଓ ସଶକ୍ତିକରଣ ନେଇ ଓଡ଼ିଶା ବିଜେପି ଡିଣ୍ଡିମ ପିଟୁଥିବା ବେଳେ ଏହା ହେଉଛି ଜୟନାରାୟଣ ମିଶ୍ରଙ୍କ ନାରୀଙ୍କ ପ୍ରତି ସମ୍ମାନ।

ଜଣେ କର୍ତ୍ତବ୍ୟରତ ମହିଳା ପୋଲିସ ଅଧିକାରୀଙ୍କ ପ୍ରତି ଏଭଳି ଅଶାଳୀନ ବ୍ୟବହାର ଏବଂ ବର୍ବରୋଚିତ ଶାରୀରିକ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ। ଜଣେ ନାରୀ ପ୍ରତି ଏଭଳି ଆକ୍ରମଣ ଅତ୍ୟନ୍ତ ଲଜ୍ୟାଜନକ। ଓ଼ଡିଶାବାସୀ କଦାପି ଏହାକୁ ଗ୍ରହଣ କରିବେ ନାହିଁ। ଏହା ସହ ଜୟନାରାୟଣ ମିଶ୍ରଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାବି କରିଛନ୍ତି।

KNews Bureau

Recent Posts

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

10 mins ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

49 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

1 hour ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

2 hours ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

2 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago