Below header

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ । ୭ ଦିନ ପାଇଁ ଜାମିନ ମଂଜୁର କଲେ ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ମିଳିଛି ।

୭ ଦିନ ପରେ ପୁଣି ଅଦାଲତରେ ହାଜର ପାଇଁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ରହିଛି । ବିଧାୟକ ଜଗଦ୍ଦେବ ଲୋକଙ୍କ ଉପରେ ତାଙ୍କ କାର୍‌ ଚଢ଼ାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.