ଡବଲ ମର୍ଡର ଘଟଣା: ଡିସେମ୍ବର ୧୯ ଯାଏ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି

ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି । ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ପ୍ରତାପଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ। ଏହା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ ।

କଟକ (କେନ୍ୟୁଜ): ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି । ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ପ୍ରତାପଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ। ଏହା ଉପରେ ରୋକ ଲଗାଇଛନ୍ତି ହାଇକୋର୍ଟ । ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ଡିସେମ୍ବର ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ତଳକୋର୍ଟ ନିର୍ଦ୍ଦେଶକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ମାହାଙ୍ଗା ବିଧାୟକ ପ୍ରତାପ ଜେନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.