Below header

କଟକରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା

କଟକ(କେନ୍ୟୁଜ୍): କଟକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ଜାଇକା କାମର ଅଗ୍ରଗତି ସହ ଫନି ପରେ କିଭଲି ଚାଲିଛି ପୁନରୁଦ୍ଧାର କାମ ସେନେଇ ସମୀକ୍ଷା କରିଛନ୍ତି। ମନ୍ତ୍ରୀ ପ୍ରତାପ ଜେନା ବିଭିନ୍ନ ପଦାଧିକାରୀଙ୍କ ସହ ଆଲୋଚନା କରିବା ସହ ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିବେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.