ଦୁର୍ନିତୀ ଗ୍ରସ୍ତ ଓ ଅପାରଗତା ଯୋଗୁଁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର (କେନ୍ୟୁଜ): ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର। ରାଜ୍ୟ ସରକାରଙ୍କ ଦୁର୍ନିତୀ ବିରୋଧୀ ଅଭିଯାନ । ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲ। ଏ ପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅପାରଗତା ଓ ଦୁର୍ନିତୀ ଯୋଗୁଁ ପ୍ରତାପଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗତ ୧୦ ତାରିଖରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ ପ୍ରତାପ ସାମଲ । ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.