Categories: ରାଜ୍ୟ

କଲେଜରେ ପ୍ରାକ୍‌ ନିର୍ବାଚନୀ ହିଂସାକାଣ୍ଡ, ବୋମା ମାଡରେ ଥରୁଛି କ୍ଯାମ୍ପସ୍

ଯାଜପୁର(କେନ୍ଯୁଜ୍): ହିଂସା ଯୋଗୁ କିଛି ବିଶ୍ୱବିଦ୍ୟାଳୟ ଓ କଲେଜରେ ନିର୍ବାଚନ ବାତିଲ କରି ଦିଆଯାଇଛି । ଯାଜପୁର ଟାଉନ ଏନସି କଲେଜରେ ପ୍ରାକ୍‌ ନିର୍ବାଚନୀ ହିଂସାକାଣ୍ଡ ଦେଖିବାକୁ ମିଳିଛି । କଲେଜ ପରିସରରେ ଚାଲିଛି ଅଣଛାତ୍ରଙ୍କ ଗୁଣ୍ଡାରାଜ୍‌। ସେହିପରି ଗତକାଲି ବିଳମ୍ବିତ ରାତିରେ ଛାତ୍ରୀ ନିବାସ ଉପରେ ବୋମାମାଡ଼ କରାଯାଇଥିଲା। ତେବେ ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। କଲେଜ ପରିସରରେ ପୋଲିସ ମୁତୟନ କରାଯାଇଛି।

ସୋର ଅନନ୍ତପୁର ସାରସ୍ୱତ ମହାବିଦ୍ୟାଳୟରେ ବୋମାମାଡ

ବାଲେଶ୍ୱର ଜିଲ୍ଲା ସୋର ଅନନ୍ତପୁର ସାରସ୍ୱତ ମହାବିଦ୍ୟାଳୟରେ ବୋମାମାଡ। କଲେଜ ପରିସରରୁ ଦୁଇ ଦୁଇଟି ଅଫୁଟା ବୋମା ଉଦ୍ଧାର କରିଛି ପୋଲିସ।

ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସେହିପରି ଛାତ୍ର ଉତ୍ତେଜନାକୁ ନେଇ ସୋର ୟୁଏନ୍‌ କଲେଜକୁ ସାଇନ-ଏ-ଡାଏ ଘୋଷଣା କରାଯାଇଛି। ଏହାସହ କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପର‌୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ସୁରକ୍ଷା ଦୃଷ୍ଟିରେ ଉଭୟ କଲେଜରେ ପୋଲିସ ମୁତୟନ କରାଯାଇଛି।

KNews Bureau

Recent Posts

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

4 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

34 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

42 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago