Below header

ଓଡ଼ିଶାରେ ପ୍ରାକ୍‌ ମୌସୁମୀ ସକ୍ରିୟ, ୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ । ଓଡ଼ିଶାରେ ପ୍ରାକ୍‌ ମୌସୁମୀ ସକ୍ରିୟ ହୋଇଛି। ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସାଙ୍ଗକୁ ଘଡଘଡି ଓ ବର୍ଷା ଆରମ୍ଭ ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ଜାରି ରହିଛି ବର୍ଷା।

୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୪ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.