ରାଜ୍ୟ

ଆସନ୍ତା ୨୬ରେ ପବିତ୍ର ଅକ୍ଷୟ ତୃତୀୟା: ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ସରୋବରରୁ ବାହାର କରାଯାଇଛି ବୁଡ଼ି ରହିଥିବା ଡଙ୍ଗାକୁ

ପୁରୀ: ଆସନ୍ତା ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନଠୁ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ନରେନ୍ଦ୍ର ସରୋବରରେ ନନ୍ଦା ଓ ଭଦ୍ରା ଚାପରେ ନୌକାବିହାର ସହ ଜଳକ୍ରୀଡ଼ା କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ଏଥିପାଇଁ ପୁଷ୍କରିଣୀରେ ଏକ ବର୍ଷ ହେବ ବୁଡ଼ି ରହିଥିବା ଡଙ୍ଗାକୁ ବାହାର କରାଯାଇଛି । ନନ୍ଦା ଓ ଭଦ୍ରା ଚାପରେ ବ୍ୟବହୃତ ୪ଟି ଡଙ୍ଗା ସହ ବୈଜୟନ୍ତି ଡଙ୍ଗାକୁ ମିଶାଇ ୫ଟି ଡଙ୍ଗା କଢାଯାଇଛି । ଭୋଇ ସେବକଙ୍କ ସହାୟତାରେ ଏସମସ୍ତ ଡଙ୍ଗା କଢାଯାଇଛି ।

KNews Bureau

Recent Posts

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

4 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

9 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

12 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

24 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

43 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

46 mins ago