Below header

ପୁରୀ : ଝୁଲଣ ଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ (କେନ୍ୟୁଜ୍) : ଝୁଲଣ ଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ପୁରୀ ଶ୍ରୀମନ୍ଦିର ସମେତ ୪୦ରୁ ଅଧିକ ମଠବାଡ଼ିରେ ସପ୍ତାହ ବ୍ୟାପୀ ଝୁଲଣ ଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଝୁଲଣ କୁଞ୍ଜକୁ ଆକର୍ଷଣୀୟ କରି ସଜା ଯାଇଛି । ଶ୍ରଦ୍ଧାଳୁଙ୍କ ସହ ମଠାଧୀଶ ଶ୍ରୀରାଧା ଓ କୃଷ୍ଣଙ୍କୁ ଝୁଲଣ କୁଞ୍ଜରେ ଝୁଲାଉଛନ୍ତି । ଏହାକୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.