ଭଦ୍ରକ(କେନ୍ୟୁଜ୍): ମହରମ ପୂର୍ବରୁ ଭଦ୍ରକରେ ପୋଲିସ୍ର ବିଶାଳ ଫ୍ଲାଗମାର୍ଚ୍ଚ । ଏଥିରେ ରାପିଡ଼ ଆକ୍ସନ ଫୋର୍ସ, ଓଡିଶା ଆର୍ମ ଫୋର୍ସ ସାମିଲ ଥିଲେ । ଭଦ୍ରକ ପୁରୁଣା ବଜାର ଥାନାରୁ ବାହାରି ସହର ପରିକ୍ରମା କରିଥିଲା ଫ୍ଲାଗ ମାର୍ଚ୍ଚ । ଏଥିରେ ବରିଷ୍ଠ ପୋଲିସ ଅଧିକାରୀ ମାନେ ଯୋଗ ଦେଇଥିଲେ ।
ସହରରେ ଶାନ୍ତି ଶୃଙ୍ଖଳାର ସହିତ କିପରି ମହରମ ପାଳନ କରାଯିବ ସେଥିପାଇଁ ଭଦ୍ରକ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମହରମରେ ସହରରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବ । ଏହା ସହିତ ୨ ଜଣ ଅତିରିକ୍ତ ଏସ୍ପି, ୫ ଜଣ ଡିଏସ୍ପି, ୧୫ ଜଣ ଇନ୍ସପେକ୍ଟର, ୧୧୦ ଜଣ ଏସଆଇ ଓ ଏଏସ୍ଆଇ ବିଭିନ୍ନ ସ୍ଥାନରେ ଆଇନ ଶୃଙ୍ଖଳା ଦାୟିତ୍ୱରେ ରହିବେ
ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…
ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…
ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…
ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…
ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…
ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…