ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରହିବେ ଡ଼କ୍ଟର ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ

ଆସନ୍ତା ଅକ୍ଟୋବର ୪ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ବି ଆର ଷଡ଼ଙ୍ଗୀ। ଅକ୍ଟୋବର ୩ ରେ ଅଵସର ନେଉଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର।

କେନ୍ୟୁଜ୍(ବ୍ୟୁରୋ): ଡ଼କ୍ଟର ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି। ଡ଼କ୍ଟର ଜଷ୍ଟିସ ଷଡ଼ଙ୍ଗୀଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି।

ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଅଵସର ପରେ ନେବେ ଏହି ଦାୟିତ୍ୱ। ଆସନ୍ତା ଅକ୍ଟୋବର ୪ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ବି ଆର ଷଡ଼ଙ୍ଗୀ। ଅକ୍ଟୋବର ୩ ରେ ଅଵସର ନେଉଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.