ଯାଜପୁରରେ ମହାମହିମ, ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି

ଯାଜପୁର : ଯାଜପୁର ବିରଜା ମନ୍ଦିରରେ ପୂଜାର୍ଚ୍ଚନା ପରେ ନାଭିଗୟାରେ ପିଣ୍ଡଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୬ଜଣ ବ୍ରାହ୍ମଣଙ୍କ ବ୍ୟତୀତ ୩୨ଜଣ ସେବାୟତଙ୍କ ଉପସ୍ଥିତିରେ ମାଙ୍କୁ ଦର୍ଶନ , ପୂଜାର୍ଚ୍ଚନା କରିବା ସହ ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି । ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଯାଜପୁର ଗସ୍ତରେ କରିଥିଲେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆହୁରି ପଢ଼ନ୍ତୁ :  ଯାଜପୁର ବିରଜା ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପୂଜାର୍ଚ୍ଚନା ପରେ ନାଭିଗୟାରେ କରିବେ ପିଣ୍ଡଦାନ