ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ ।

କଟକ(କେନ୍ୟୁଜ) : କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ମାର୍ଚ୍ଚ ୧ର ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବ କାର୍ଯ୍ୟକ୍ରମ । ଅପରାହ୍ନ ସାଢ଼େ ୪ଟାରୁ ୫ଟା ୩୦ ପର୍ଯ୍ୟନ୍ତ କଟକରେ ରହିବେ ରାଷ୍ଟ୍ରପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.