Below header

ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି ନିଜର ଶୋକବାର୍ତ୍ତରେ ଲେଖିଛନ୍ତି ରାଷ୍ଟ୍ରପତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.