ଭୁବନେଶ୍ବର (କେନ୍ୟୁଜ୍) : ୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ। ପାଳନ କରୁଛି ପ୍ଲାଟିନମ ଜୁବଲି ଏହାର ଉଦଯାପନୀ ସମାରୋହରେ ଆଜି ଯୋଗ ଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶିକ୍ଷା ଓ ଗବେଷଣାର ଉତ୍କର୍ଷରେ ପହଞ୍ଚିଛି ବାଣୀବିହାର। ୧୯୪୩ ନଭେମ୍ବର ୨୭ ତାରିଖରେ ପ୍ରତିଷ୍ଠା ହୋଇଥିଲା ଉତ୍କଳ ବିଶ୍ୱବିଦ୍ୟାଳୟ । ବାଣୀବିହାରରେ ଶିକ୍ଷା ଗ୍ରହଣ କରି ଅନେକ ପୂର୍ବତନ ଛାତ୍ରଛାତ୍ରୀ ନିଜସ୍ୱ ପରିଚୟ ସୃଷ୍ଟି କରିପାରିଛନ୍ତି। ସୁପ୍ରିମ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଗୋପାଳ ବଲ୍ଲଭ ପଟ୍ଟନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚି, ପୂର୍ବତନ ଆଇଏଏସ ସୀତାକାନ୍ତ ମହାପାତ୍ର, ଆରବିଆଇର ପୂର୍ବତନ ଡେପୁଟି ଗଭର୍ଣ୍ଣର ଏଚ ଆର ଖାନ, ବିଜୟ ପଟ୍ଟନାୟକ, ଓଡ଼ିଶାର ପ୍ରଥମ ମହିଳା ଆଇପିଏସ ସୌମ୍ୟା ମିଶ୍ର, କେରଳ ଡିଜିପି ଲୋକନାଥ ବେହେରା, କିଟ ଓ କିସ ପ୍ରତିଷ୍ଠାତା ତଥା ସାଂସଦ ଅଚ୍ୟୁତ ସାମନ୍ତଙ୍କ ସହ ବହୁ ସ୍ୱନାମଧନ୍ୟ ବ୍ୟକ୍ତି ଏଠାରୁ ଶିକ୍ଷାଗ୍ରହଣ ସମାଜ ପାଇଁ ଦିଗଦର୍ଶକ ପାଲଟିଛନ୍ତି।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…