Categories: ରାଜ୍ୟ

ଧରାପଡ଼ିଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର : ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ହଡପ କରିଥିଲେ ୧ କୋଟି ୩୨ଲକ୍ଷ ଟଙ୍କା

ରେମୁଣା (କେନ୍ୟୁଜ୍) : କ୍ରାଇମବ୍ରାଞ୍ଚ ଜାଲରେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର । ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ଏକ କୋଟି ୩୨ଲକ୍ଷ ଟଙ୍କା ହଡପ ଘଟଣାରେ ରେମୁଣା ବ୍ୟାଙ୍କ ଅଫ ଇଣ୍ଡିଆର ପୂର୍ବତନ ମ୍ୟାନେଜର ଦୁର୍ଗା ଚରଣ ପଣ୍ଡାଙ୍କୁ ଗିରଫ କରଛି ଅର୍ଥନୈତିକ ଅପରାଧିକ ଶାଖା ।

ପର୍ଶୁରାମ ଗିରି ଓ ସାବିତ୍ରୀ ବେହେରା ନାମକ ଦୁଇ ଜଣ ଶିକ୍ଷକଙ୍କ ମୃତ୍ୟୁ ପରେ ସେମାନଙ୍କୁ ଜୀବିତ ଦର୍ଶାଇ ଏକ କୋଟି ୩୨ଲକ୍ଷ ଟଙ୍କା ଆତ୍ମସାତ କରିଥିବାର ଅଭିଯୋଗ ରହିଛି । ଏହି ମାମଲାରେ ପୂର୍ବରୁ ବ୍ୟାଙ୍କର ଅସ୍ଥାୟୀ କର୍ମଚାରୀ ପ୍ରଭାତ ଦାସଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ଘଟଣାରେ ଆହୁରୀ ୨ରୁ ୩ ଜଣଙ୍କ ସଂପୃକ୍ତି ଥିବା ତଦନ୍ତକାରୀ ସଂସ୍ଥା ସନ୍ଦେହ କରୁଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago