ରାଜ୍ୟ

ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ, କାଲିଠୁ ସ୍କୁଲରେ ଦେବେ ଯୋଗ

ଭୁବନେଶ୍ୱର (କେନ୍ୟୁଜ): ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ । ସ୍ଥଗିତ ହେଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । କାଲିଠୁ ସ୍କୁଲରେ ଯୋଗଦେବେ ପ୍ରାଥମିକ ଶିକ୍ଷକ ସରକାରଙ୍କ ଉପରେ ଆସ୍ଥା ରଖିଲେ ପ୍ରାଥମିକ ଶିକ୍ଷକ । ଶିକ୍ଷକ ସଂଘର ଷ୍ଟିୟରିଂ କମିଟି ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ ଅର୍ଥମନ୍ତ୍ରୀ । ଆନ୍ତଃସ୍ତରୀୟ ମନ୍ତ୍ରିସ୍ତରୀୟ ବୈଠକ ପରେ ନିବେଦନ କରିଥିଲେ । ଦାବି ପୂରଣ ପାଇଁ ଡିସେମ୍ବର ଯାଏ ସମୟ ନେଲେ ସରକାର । ଶିକ୍ଷକ ସଂଘ ମହାସଚିବ ଏହି ସୂଚନା ଦେଇଛନ୍ତି ।

Barsha

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

3 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

3 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

3 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

3 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

4 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

4 hours ago