ଭୁବନେଶ୍ଵର : ୧୨ ତାରିଖ ଦିନ ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ଼ ସୋ । ବୁଧବାର ସନ୍ଧ୍ୟାରେ ଜୟଦେବ ବିହାର ଛକରୁ ଜନତା ମଇଦାନ ଯାଏଁ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ଼ ସୋ । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ରୋଡ଼ ସୋ କରି ଯିବେ ପ୍ରଧାନମନ୍ତ୍ରୀ ।
ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ବିଜେପିର ଦଳୀୟ ସୁତ୍ରରୁ ଏ ନେଇ ସୂଚନା ମିଳିଛି । ୧୧ ତାରିଖ ବିଳମ୍ବିତ ରାତି ସୁଦ୍ଧା ମୁଖ୍ୟମନ୍ତ୍ରୀ ନାଁ ଗୋଷଣା ହେବ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…