Below header

ଆସନ୍ତା ୬ରେ ଓଡ଼ିଶା ଆସିବେ ମୋଦି, ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାରେ ଯୋଗ ଦେବେ

ଆସନ୍ତା ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାରେ ଯୋଗ ଦେବେ। ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଠାରେ ସମାବେଶ କରିବେ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାରେ ଯୋଗ ଦେବେ। ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଠାରେ ସମାବେଶ କରିବେ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି।

ବିଜେପି ପାଇଁ ପ୍ରଚାର କରିବାକୁ ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ନେଇ ବିଜେପି କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଏଣେ ମୋଦୀ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଉଛନ୍ତି କି ନା, ତାହା ଦେଖିବାକୁ ବାକି ରହିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.