Below header

ପଞ୍ଚାୟତ ନିର୍ବାଚନରେ ପ୍ରଚାର କରି ଫସିଲେ ଶିକ୍ଷକ, ଦଶରଥପୁର ଗାରଡେଶ୍ୱର ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ନିଲମ୍ବିତ

ଯାଜପୁର ଟାଉନ(କେନ୍ୟୁଜ୍): ଚଳିତ ପଂଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଆଚରଣ ବିଧି ଉଲଙ୍ଘନ ଅଭିଯୋଗରେ ଦଶରଥପୁର ବ୍ଲକ ଗାରଡେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଜିତ ଦାସଙ୍କୁ ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବନ ସମୟରେ ତାଙ୍କ କାର୍ଯ୍ୟ ସ୍ଥଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଯାଜପୁର ଧାର୍ଯ୍ୟ କରାଯାଇଛି।

ସେ ଦଶରଥପୁର ବ୍ଳକ ଅସନପୁର ପଂଚାୟତରେ ବିଂଝାରପୁର ବିଧାୟିକା ପ୍ରମିଳା ମଲିକଙ୍କ ଉପସ୍ଥିତିରେ ନିର୍ବାଚନୀ ପ୍ରଚାର ସଭାରେ ଯୋଗ ଦେଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.