ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ ଇଂଜିନୟରିଂ ସ୍କୁଲର ଅଧ୍ୟକ୍ଷ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍‌

ଝାରସୁଗୁଡ଼ା(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ ଇଂଜିନୟରିଂ ସ୍କୁଲର ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ରାୟ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କ ଝାରସୁଗୁଡ଼ା ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି।

ଝାରସୁଗୁଡ଼ା ଏଲ୍‌. ଏନ୍‌ କଲେଜ ପାଖ ବାସଭବନ ସମେତ ଆଉ ଏକ ଘର, ସୁନ୍ଦରଗଡରେ ତାଙ୍କ ସ୍ତ୍ରୀ କାର୍ଯ୍ୟ କରୁଥିବା MI ଅଫିସ , କେନ୍ଦ୍ରାପଡ଼ା ବାସଭବନ, ଭାବନୀପାଟଣାରେ ଥିବା ସରକାରୀ ବାସଭବନ ଓ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ଭିଜିଲାନ୍‌ସ ଚଡାଉ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.