Below header

ଗଞ୍ଜାମ ଜିଲ୍ଲା ଆସିକା ସବ୍ ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଗଞ୍ଜାମ: ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ଆସିକା ସବ୍ ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ମୃତ କଏଦୀ ଡାକ୍ତର ସାହୁ। ଧାରୋକଟ ଥାନା ବାଦଗଡ଼ ଗାଁରେ ଏକ ହତ୍ୟା ଘଟଣାରେ ସେ ଗିରଫ ହୋଇଥିଲେ। ଜେଲ୍‌ରେ ଥିବା ସମୟରେ ତାଙ୍କ ଦେହ ଖରାପ ହେବାରୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଆସିକା ପୋଲିସ ଘଟଣାର ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.