ଗଞ୍ଜାମ: ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ଆସିକା ସବ୍ ଜେଲ୍ରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ମୃତ କଏଦୀ ଡାକ୍ତର ସାହୁ। ଧାରୋକଟ ଥାନା ବାଦଗଡ଼ ଗାଁରେ ଏକ ହତ୍ୟା ଘଟଣାରେ ସେ ଗିରଫ ହୋଇଥିଲେ। ଜେଲ୍ରେ ଥିବା ସମୟରେ ତାଙ୍କ ଦେହ ଖରାପ ହେବାରୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଆସିକା ପୋଲିସ ଘଟଣାର ତଦନ୍ତ କରୁଛି।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…