Below header

OSRTC ବସକୁ ଧକ୍କା ଦେଲା ଘରୋଇ ବସ୍, ଡ୍ରାଇଭର ସମେତ ଏକାଧିକ ଆହତ

OSRTC ବସକୁ ଧକ୍କା ଦେଲା ଘରୋଇ ବସ୍ । ଭୁବନେଶ୍ବର ବାଣୀବିହାର ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): OSRTC ବସକୁ ଧକ୍କା ଦେଲା ଘରୋଇ ବସ୍ । ଭୁବନେଶ୍ବର ବାଣୀବିହାର ଓଭରବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ କରୁଛି । ଘରୋଇ ବସର ବ୍ରେକ୍ ଫେଲ୍ ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.