ଯୁକ୍ତ ୩ରେ ନାମ ଲେଖାଇବା ପାଇଁ ଆସନ୍ତାକାଲିଠୁ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ବର : ଯୁକ୍ତ ୩ରେ ନାମଲେଖାଇବା ପାଇଁ ଆସନ୍ତାକାଲିଠୁ ଅନଲାଇନ୍ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆବେଦନର ଶେଷ ତାରିଖ ରହିଛି ଜୁନ୍ ୨୬ । ଜୁଲାଇ ୩ରେ ପ୍ରଥମ ପ ମେରିଟ୍ ଲିଷ୍ଟ ପ୍ରକାଶ ପାଇବା ବେଳେ ଦ୍ବିତୀୟ ପର୍ଯ୍ଯାୟ । ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ  ଜୁଲାଇ ୪ରୁ ୭ ପର୍ଯ୍ୟନ୍ତ ଆଡମିଶନ୍ କରିବେ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପାଇଁ ଜୁଲାଇ ୧୨ ଓ ୧୩ ରେ ଆଡମିଶନ୍ କରାଯିବ। ଜୁଲାଇ ୧୬ରୁ ପାଠପଢା ଆରମ୍ଭ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.