ରାଜ୍ୟ

ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ବିଧୁଭୂଷଣ ମିଶ୍ର

ସମ୍ବଲପୁର (କେନ୍ୟୁଜ): ପ୍ରଫେସର ବିଧୁଭୂଷଣ ମିଶ୍ର ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି । ପ୍ରଫେସର ମିଶ୍ରଙ୍କୁ ନିଯୁକ୍ତି ଦେଇଛନ୍ତି କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ। ଦାୟିତ୍ୱ ଭାର ଗ୍ରହଣ କରିବା ପରେ ୪ବର୍ଷ ପାଇଁ କୁଳପତି ପଦରେ ରହିବେ ପ୍ରଫେସର ବିଧୁଭୂଷଣ ମିଶ୍ର।

ଉତ୍କଳ ବିଶ୍ୱବିଦ୍ୟାଳୟର ଡିପାର୍ଟମେଣ୍ଟ ଅଫ୍‌ ବିଜନେସ୍‌ ଆଡ୍‌ମିନଷ୍ଟ୍ରେସନରୁ ଅବସର ଗ୍ରହଣ କରିଛନ୍ତି। ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିଥିବା ବେଳେ ୧୨୨ଟି ନିବନ୍ଧ ବିଭିନ୍ନ ପ୍ରତିଷ୍ଠିତ ଜର୍ଣ୍ଣାଲରେ ପ୍ରକାଶ ପାଇଛି। ଶିକ୍ଷା କ୍ଷେତ୍ରରେ ତାଙ୍କର ୩୪ବର୍ଷର ଅଭିଜ୍ଞତା ରହିଛି। ତାଙ୍କ ଦିଗ୍‌ଦର୍ଶନରେ ଜଣେ ଡିଲିଟ କରିଥିବା ବେଳେ ୩୯ଜଣ ପିଏଚଡି ଓ ୩ଜଣ ଏମଫିଲ ହାସଲ କରିଛନ୍ତି।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

48 mins ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

3 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

4 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

4 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

5 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

6 hours ago