ରାଜ୍ୟ

ଏସ୍‌ସିବିର ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ

କଟକ (କେନ୍ୟୁଜ୍‌) : କଟକ ଏସ୍‌ସିବି ମେଡିକାଲ ମେଡିସିନ ବିଭାଗ ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ କରାଯାଇଛି। କର୍ଣ୍ଣାଟକ ମାଙ୍ଗାଲୋର ଠାରେ ଜେରିଆଟ୍ରିକ ସୋସାଇଟି ଅଫ ଇଣ୍ଡିଆର ୩୬ତମ ଜାତୀୟ ସମ୍ମିଳନୀରେ ତାଙ୍କୁ ସମ୍ମାନିତ କରାଯାଇଛି ।

ଜେରିଆଟ୍ରିକ ରୋଗୀ ଏବଂ ସାମଗ୍ରିକ ରୋଗୀଙ୍କ ଯତ୍ନ ପାଇଁ ତାଙ୍କୁ ଫେଲୋସିପ ପ୍ରଦାନ କରାଯାଇଥିଲା। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ପ୍ରାନ୍ତରୁ ଶତାଧିକ ପ୍ରତିନିଧି ଯୋଗ ଦେଇଥିଲେ। ଡାକ୍ତର ଦାସ ବୃଦ୍ଧାବସ୍ଥାରେ ମଧୁମେହ ଜନିତ କିଡନୀ ରୋଗର ନିରାକରଣ ଉପରେ ଏକ ସନ୍ଦର୍ଭ ଉପସ୍ଥାପନ କରିଥିଲେ। ସେ ଗତ ୨୩ ବର୍ଷ ଧରି ଜେରିଆଟ୍ରିକ ସେସାଇଟି ସହିତ ଜଡିତ ଅଛନ୍ତି ।

KNews Bureau

Recent Posts

ପରାଜୟକୁ ସାଦରରେ ଗ୍ରହଣ କରୁଛୁ, ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ : ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ପରାଜୟକୁ ସାଦରରେ ଗ୍ରହଣ କରୁଛୁ । ନିର୍ବାଚନରେ ପରାଜୟ ନେଇ ପ୍ରତିକ୍ରିୟା ରଖିଛନ୍ତି ନବୀନ ପଟ୍ଟନାୟକ। ନିର୍ବାଚନରେ…

10 mins ago

ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ: ୭ଟି ଦେଶର ବିଶିଷ୍ଟ ବ୍ୟକ୍ତି ହେବେ ସାମିଲ, ତ୍ରିସ୍ତରୀୟ ସୁରକ୍ଷାରେ ରାଷ୍ଟ୍ରପତି ଭବନ

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଆସନ୍ତାକାଲି ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ…

25 mins ago

OnePlusର ସ୍ମାର୍ଟଫୋନରେ ମିଳୁଛି ଭାରି ଡିସକାଉଣ୍ଟ, ହାତ ଛଡ଼ା କରନ୍ତୁ ନାହିଁ ସୁଯୋଗ

ଯଦି ଆପଣ OnePlus ସ୍ମାର୍ଟଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ଖୁସି ଖବର ।…

49 mins ago

ଶ୍ରୀମନ୍ଦିର ଚାରିପଟେ ଆଲୋକୀକରଣ ବନ୍ଦ ହେବା ଘଟଣା, ଲାଇଟ ଖୋଲୁଥିବା ବେଳେ ୪ ଅଟକ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଆଲୋକ ଖୁଣ୍ଟି ଓ ଆଲୋକୀକରଣ ବନ୍ଦ ହେବା ଘଟଣା ।  ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

58 mins ago

BECIL ରେ ସୁଯୋଗ, ୧୨ଶ ପାସ୍‌ ଠାରୁ ଗ୍ରାଜୁଏସନ କରିଥିବା ପ୍ରାର୍ଥୀ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ବ୍ରଡକାଷ୍ଟ ଇଂଜିନିୟରିଂ କନସଲଟାଣ୍ଟ ଇଣ୍ଡିଆ ଲିମିଟେଡ (BECIL) ରେ…

1 hour ago

ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି, ଗତ ବର୍ଷ ୨ଜଣଙ୍କର ହୋଇଥିଲା ମୃତ୍ୟୁ

ମାଲକାନଗିରି (କେନ୍ୟୁଜ): ପୁଣି ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟ ପାଚେରୀ । କାଳବୈଶାଖୀ ବର୍ଷାରେ ନବ ନିର୍ମିତ ଏୟାରପୋର୍ଟର ସାମ୍ନାପଟ ପାଚେରୀ…

2 hours ago