ପ୍ରଫେସର ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ

ସମ୍ବଲପୁର: ପ୍ରଫେସର ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ସଞ୍ଜୀବ ମିତ୍ତଲଙ୍କୁ ନୂଆ କୁଳପତି ଭାବେ ନିଯୁକ୍ତ କରିଛନ୍ତି।

ଆସନ୍ତା ୪ବର୍ଷ ପାଇଁ ସେ ଏହି ପଦରେ କାର୍ଯ୍ୟ କରିବେ। ପ୍ରଫେସର ମିତ୍ତଲ ବର୍ତ୍ତମାନ ଦିଲ୍ଲୀର ୟୁନିଭର୍ସିଟି ଅଫ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌, ଗୁରୁ ଗୋବିନ୍ଦ ସିଂହ ଇନ୍ଦ୍ରପ୍ରସ୍ଥ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.