ବ୍ରହ୍ମପୁର(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ପ୍ରକଳ୍ପ ସହାୟକ । ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପ୍ରଜେକ୍ଟ ଇମ୍ପ୍ଲିମେଣ୍ଟିଂ ଏଜେନ୍ସୀ-PIA ଅଫିସ୍ର ସହାୟକ ନଗେନ୍ଦ୍ର ନାଥ ସ୍ୱାଇଁ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
ଡୁପି ଓ ଏଡିପଦର ଗାଁର ୪ ଜଣ ହିତାଧିକାରୀଙ୍କ ଫାର୍ମ ପୋଖରୀ ବିଲ୍ କରାଇ ଦେବାକୁ ସେ ଏହି ଲାଞ୍ଚ ନେଉଥିଲେ । କୁତାମଗଡ଼ା ନିକଟରେ ଟଙ୍କା ନେଉଥିବା ବେଳେ ତାଙ୍କୁ ଧରିଥିଲା ଭିଜିଲାନ୍ସ ଟିମ । ନଗେନ୍ଦ୍ର ନାଥ ସ୍ୱାଇଁଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏ ସଂକ୍ରାନ୍ତରେ ବ୍ରହ୍ମପୁର ଭିଜିଲାନ୍ସ ଡିଭିଜନରେ ଏକ ମାମଲା ରୁଜୁ ହୋଇଛି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…