Below header

ସାଲେପୁର କୁଳସମିତଙ୍ଗା ଗାଁରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସାଲେପୁର: ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। କଟକ ଜିଲ୍ଲା ସାଲେପୁର ବ୍ଲକ କୁଳସମିତଙ୍ଗା ଗାଁର ଅଜିତ୍‌ କୁମାର ସାହୁଙ୍କ ଘରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଁଶ ହୋଇଯାଇଛି।

ଘରେ କେହି ନଥିବାବେଳେ କୌଣସି କାରଣ ବଶତଃ ନିଆଁ ଲାଗି ଯାିଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.