ଧାନଗଦାରେ ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଫସଲ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

ନବରଙ୍ଗପୁର : ଧାନଗଦାରେ ନିଆଁ । ଜଳିଗଲା ଲକ୍ଷାଧିକ ଟଙ୍କାର ଫସଲ । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ନିଶାନହାଣ୍ଡି ଗାଁରେ । ୮ ଟି ଗଦାରେ ନିଆଁ ଲାଗି ପ୍ରାୟ ୧୦ ଏକର ଫସଲ ନଷ୍ଟ ହୋଇଥିବା ଜଣାପଡିଛି । ୭ ଜଣ ଚାଷୀଙ୍କ ଫସଲ ନିଆଁରେ ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଗ୍ନିଶମ ବିଭାଗ ନିଆଁ ଲିଭାଇବାରେ ନିୟୋଜିତ ଅଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.