ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ସୁନ୍ଦରଗଡ଼: ଓଡ଼ିଶାରେ ଦ୍ୱିତୀୟ ଏମ୍‌ସ ପାଇଁ ପ୍ରସ୍ତାବ। ଏମ୍‌ସ ପ୍ରତିଷ୍ଠା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ । ସୁନ୍ଦରଗଡ଼ରେ ୨ୟ ଏମ୍‌ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି।

ସୁନ୍ଦରଗଡ଼ରେ ଏମ୍‌ସ ପାଇଁ ଭିତ୍ତିଭୂମି ଥିବା ଜଣାଇଛନ୍ତି ମୁଖ୍ୟ ଶାସନ ସଚିବ। ବିହାର ଭଳି ଓଡ଼ିଶାରେ ୨ୟ ଏମସ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଅନ୍ୟରାଜ୍ୟ ପାଇଁ ୨ୟ ଏମସ ପ୍ରସ୍ତାବ ବିଚାରାଧୀନ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.